ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ମହିଳା ଓ ଛାତ୍ରଛାତ୍ରୀଙ୍କୁ ପ୍ରାଧାନ୍ୟ

ETVBHARAT 2026-02-06

Views 0

ପ୍ରଧାନମନ୍ତ୍ରୀ ସହରାଞ୍ଚଳ ଆବାସ ଯୋଜନା 2.0 ମାଧ୍ୟମରେ ସୁଲଭ ମୂଲ୍ୟରେ ଭଡ଼ା ଘର ଯୋଗାଇ ଦେବେ ସରକାର । ଅବ୍ୟବହୃତ ସରକାରୀ ଘର ଗୁଡ଼ିକୁ ଚିହ୍ନଟ କରିବା ପାଇଁ ଚିଠି ।

Share This Video


Download

  
Report form
RELATED VIDEOS